ଖେଳ ରାଜ୍ୟ

ଟୋକିଓ ଟ୍ରାକ୍‌ରେ ଦୂତି ଚାନ୍ଦ, କରୁଛନ୍ତି ଜୋରଦାର ଅଭ୍ୟାସ

ଭୁବନେଶ୍ୱର ୨୮।୦୭ : ଟୋକିଓରେ ଓଡ଼ିଶାର ଟେକ ରଖିବା ପାଇଁ ଓଡ଼ିଆ ଧାବିକା ଦୂତି ଚାନ୍ଦଙ୍କ ଜୋରଦାର ଅଭ୍ୟାସ । ଟ୍ରାକରେ ନିଜକୁ ପ୍ରସ୍ତୁତ କରୁଛନ୍ତି ଦୂତି । ଟ୍ରାକରେ ଦୂତି ଅଭ୍ୟାସ କରୁଥିବା ବେଳର ଭିଜୁଆଲ ଆସିଛି । ଅଲିମ୍ପିକ୍ସରେ କିପରି ଭଲ ପ୍ରଦର୍ଶନ କରିବେ ସେନେଇ ଅଭ୍ୟାସ ଚଳାଇଛନ୍ତି ।

ଆସନ୍ତା ୩୦ ତାରିଖରେ ଟ୍ରାକକୁ ଓହ୍ଲାଇବେ ଦୂତି । ୧୦୦ ମିଟର ରାଉଣ୍ଡ ୧ ହିଟ୍ ସକାଳ ୮ଟା ୧୦ରେ ଆରମ୍ଭ ହେବ । ଦୂତିଙ୍କ ହାତରେ ମଝିରେ ଆଉ ମାତ୍ର ଗୋଟିଏ ଦିନ ରହିଛି । ଏହା ପୂର୍ବରୁ ନିଜକୁ ଫିଟ୍ ରଖିବା ପାଇଁ ଦୂତି ଜୋରଦାର ଅଭ୍ୟାସ ଆରମ୍ଭ କରିଦେଇଛନ୍ତି । ୨୦୧୬ ରିଓ ଅଲିମ୍ପିକରେ ମେଡାଲରୁ ବଂଚିତ ହୋଇଥିବା ଦୂତି ଏଥର ଟୋକିଓର ନିଶ୍ଚିତ ଦେଶ ପାଇଁ ପଦକ ଆଣିବାକୁ ଆଶାବାଦୀ ଅଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ