ଖେଳ

ଦମଦାର ପ୍ରଦର୍ଶନ ସତ୍ତ୍ୱେ ମହିଳା ହକିରେ ହାରିଲା ଭାରତ, ବ୍ରୋଞ୍ଜ ହାତେଇଲା ବ୍ରିଟେନ

ଜାପାନ ୦୬/୦୮: ମହିଳା ହକିରେ ଭାରତର ବ୍ରୋଞ୍ଜ ଆଶା ଧୂଳିସାତ୍ । ଟୋକିଓରେ ଲଢୁଆ ପ୍ରଦର୍ଶନ କରିବା ପରେ ବି ହାରିଛି ଭାରତ । ବ୍ରିଟେନଠାରୁ ୪-୩ରେ ହାରିଲା ଭାରତ । ଫଳରେ ବ୍ରୋଞ୍ଜ ପଦକ ହାସଲ କରିଛି ବ୍ରିଟେନ୍ । ଆଜି ଖେଳ ଆରମ୍ଭରୁ ଭାରତୀୟ ଦଳ ବ୍ରିଟେନକୁ କଡ୍ଡା ଟକ୍କର ଦେଇଥିଲେ । ପ୍ରାୟ ଦୀର୍ଘ ସମୟ ଧରି ବରାବର ରହିଥିଲା ସ୍ଥିତି ।

ଗ୍ରୁପ୍ ପର୍ଯ୍ୟାୟର ଶେଷ ଦୁଇଟି ମ୍ୟାଚ୍ ରେ ଭାରତ ଏକ ଭଲ ପ୍ରତ୍ୟାବର୍ତ୍ତନ କରି ପରବର୍ତ୍ତୀ ରାଉଣ୍ଡରେ ପ୍ରବେଶ କରିଥିଲା । ବ୍ରିଟେନ ବିପକ୍ଷରେ ଦୁଇଟି ଗୋଲ ପଛରେ ରହି ସତ୍ତ୍ୱେ ଭାରତ ପ୍ରତ୍ୟାବର୍ତ୍ତନ କରିବାରେ ସଫଳ ହୋଇଥିଲା । ହେଲେ ଶେଷ ମୂହୂର୍ତ୍ତରେ ବ୍ରିଟେନର ଭାଗ୍ୟ ସହାୟ ହେବା ପରି ଜିତାପଟ ମାରିଥିଲା ଦଳ । ଆଉ ପରାଜୟ ହାସଲ କରିଛି ଭାରତ ଦଳ ।

NewsLaxmi7

About Author

You may also like

ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ
ଖେଳ

ଚେନ୍ନାଇର ଏହି ପାଞ୍ଚ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ ଚଳିତ ଆଇପିଏଲ

ନୂଆଦିଲ୍ଲୀ ୨୩।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ ୨୦୨୦)କୁ ଏକ ମାସ ବିତିଗଲାଣି। କିଛି ଖେଳାଳି ଭଲ ପ୍ରଦର୍ଶନ କରିଥିବା ବେଳେ ଆଉ କିଛି ଖେଳାଳି ନିଜର ସାମର୍ଥ୍ୟ