କଳା ଓ ସଂସ୍କୃତି ଦେଶ ବିଦେଶ ଧର୍ମ ରାଜ୍ୟ

୨୩ରୁ ଖୋଲିବ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ, ବୈଠକ ପରେ ବିଏମସି କମିଶନରଙ୍କ ସୂଚନା

ଭୁବନେଶ୍ବର ୭।୮: ଆସନ୍ତା ୨୩ ତାରିଖରୁ ଖୋଲିବ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ । ଭୁବନେଶ୍ବରର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ସୂଚନା ମିଳିଛି । ଏ ନେଇ ବିଏମସି ପକ୍ଷରୁ ସମସ୍ତ ଧର୍ମାନୁଷ୍ଠାନ କର୍ତ୍ତୃପକ୍ଷଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରାଯାଇଛି । ଆଲୋଚନା ପରେ ଧର୍ମାନୁଷ୍ଠାନ ଖୋଲିବା ନେଇ ବିଏମସି କମିଶନର ସଞ୍ଜୟ ସିଂହ ସୂଚନା ଦେଇଛନ୍ତି ।

କୋଭିଡ୍ ସଂକ୍ରମଣ ଯୋଗୁଁ ଦୀର୍ଘ ୩ ମାସ ହେଲା ବନ୍ଦ ରହିଛି ସମସ୍ତ ମନ୍ଦିର । ତେବେ ଅଗଷ୍ଟ ଗାଇଡ୍ ଲାଇନ୍ ରେ ସରକାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ଅନୁମତି ପ୍ରଦାନ କରିଥିଲେ । ସେହି କ୍ରମରେ ରାଜ୍ୟର ସମସ୍ତ ଧର୍ମାନୁଷ୍ଠାନ ଧିରେ ଧିରେ ଖୋଲିବାକୁ ଲାଗିଛି । ଏହି ଅନୁସାରେ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ