ରାଶିଫଳ

ଅଗଷ୍ଟ ୩୦ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ଅଜାଣତରେ କ୍ଷତିସହି ପାରନ୍ତି । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । କାର୍ଯ୍ୟହାସଲ କରିବେ, ମାତ୍ର ବିଳମ୍ବରେ । ଶତ୍ରୁଭାବ ବୃଦ୍ଧ ିହେଲେ ବି କିଛି ଅନିଷ୍ଠହେବ ନାହିଁ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ବୃଷ – ଧୀରେ ସୁସ୍ଥେ କାର୍ଯ୍ୟରେ ଆଗେଇବେ । ଧନବାନ୍‌ ହୋଇପାରନ୍ତି । ମହିଳାମାନଙ୍କ କାର୍ଯ୍ୟରେ ସହାୟତା କରିବେ । ଧର୍ମକ୍ରିୟାରତ ଓ ପରାମର୍ଶଦାତା ହେବେ । ମନୋଜ୍ଞ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ଶ୍ରେଷ୍ଠ କର୍ମରେ ନିୟୋଜିତ ସହ ସଙ୍ଗୀତ ମିତ୍ରଙ୍କ ଆଗ୍ରହୀ ହେବେ । କର୍ମାନୁରକ୍ତ ଏବଂ ଧନଶାଳୀ ହୋଇପାରନ୍ତି । ସରକାରୀ ଅର୍ଥ ମିଳିପାରେ । ସରକାରୀ ମାନ୍ୟତା ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

କର୍କଟ – ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ପ୍ରୀତି ଲାଭ ହୋଇପାରେ । କାର୍ଯ୍ୟରେ ଉନ୍ନତି ଘଟିବ । ଶାସ୍ତ୍ରାଭ୍ୟାସୀ ଓ ବିନୀତ ସ୍ୱଭାବ ସମ୍ପନ୍ନ ହେବେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।

ସିଂହ – ଶ୍ରମ ସାର୍ଥକ ହେବ । ପାରିବାରିକ ସୁଖ ଓ କାର୍ଯ୍ୟରେ ସଫଳତା ମିଳିବ । ସୁଖ-ସମ୍ଭୋଗ କରିପାରନ୍ତି । ସର୍ବାଙ୍ଗୀଣ ଉନ୍ନତି ଆଶା କରାଯାଏ । ସରକାରୀ ଧନ ମିଳିପାରେ । ଗୁଣଜ୍ଞ ହେବେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ, ଯାହାକି ଆପଣ ହାତକୁ ନେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ, ମାତ୍ର ଏହା ବିଳମ୍ବିତ ହୋଇପାରେ । ବହୁ ଧନ ସହିତ ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୯ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ତୁଳା – ନିଜେ କଳହମୁକ୍ତ ହେବା ପାଇଁ ଚେଷ୍ଟା କରିବେ । କର୍ମତତ୍ପରତା ପ୍ରକାଶ ପାଇବ । ସୌଭାଗ୍ୟ ବୃଦ୍ଧିର ସୂଚନା ମିଳୁଛି । ଶ୍ରେଷ୍ଠ ସମ୍ମାନର ଅଧିକାରୀ ହେବେ । ଶତ୍ରୁ ଦମନ କରିପାରନ୍ତି । ଧନ ଭୋଗର ସୂଚନା ମିଳୁଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୁଖୀ ହେବେ ।

ବିଛା – ସମ୍ମାନିତ ଓ ଶତ୍ରୁ ପରାଜିତ ହେବେ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଆଶା ଫଳବତୀ ହେବ । ବନ୍ଧୁ ମିଳନ ଘଟିପାରେ । ଧନ ଲାଭର ସୂଚନା ମିଳୁଛି । ଧନଲାଭ ହୋଇପାରେ । ସ୍ୱାସ୍ଥ୍ୟ ଅତୁଟ ରହିବ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୧ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ପରିସ୍ଥିତିକୁ ଆକଳନ କରି ଉଦାସିନ ରହିପାରନ୍ତି । ଘାତଚନ୍ଦ୍ର ଭୋଗ ହେତ ୁସତର୍କତା ସହ ଚଳିବାକୁ ପଡିବ । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟିହେବ । ନୈତିକତା ବୃଦ୍ଧି ହୋଇପାରେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – ତୀର୍ଥଯାତ୍ରା ପାଇଁ ସୁଯୋଗ ମିଳିବ । ପ୍ରତାରିତ ହୋଇପାରନ୍ତି । କୌଶଳରେ କାର୍ଯ୍ୟହାସଲ କରିବେ । ଦେବ ଦର୍ଶନ କରି ଆତ୍ମତୃପ୍ତି ଲାଭ କରିବେ । ଭୋଜନ ସୁଖ ମିଳିବ । ମଧୁରଭାଷୀ ହେବେ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ – ଆୟ ଆଶାନୁରୂପ ହେବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । କାର୍ଯ୍ୟକ୍ଷେତ୍ରରେ ବିଭିନ୍ନ ସ୍ତରରୁ ସହ ଯୋଗ ମିଳିବ । ସର୍ବତ୍ର ଶୁଭ ଆଶା କରାଯାଏ । ସତ୍ୟବାଦୀ, ପଣ୍ଡିତ ଓ ପ୍ରବାସୀ ହୋଇପାରନ୍ତି । ପିତୃଭକ୍ତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ସୁଖୀ ହେବେ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।

ମୀନ – ଘାତଚନ୍ଦ୍ର ଭୋଗ ହେତୁ ପ୍ରତ୍ୟେକ କାର୍ଯ୍ୟରେ ସତର୍କତା ଆବଶ୍ୟକ । ଅଜାତଶତ୍ରୁ ଏବଂ ସରକାରୀ ସ୍ତରରେ ସମ୍ମାନିତ ହେବେ । ଭାଗ୍ୟବାନ୍‌ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

NewsLaxmi7

About Author

You may also like

ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ
ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ