ଦେଶ ବିଦେଶ ରାଜନୀତି ସ୍ୱାସ୍ଥ୍ୟ

କରୋନାରେ ସଂକ୍ରମିତ ହେଲେ କେରଳର ରାଜ୍ୟପାଳ ଆରିଫ ମହମ୍ମଦ ଖାନ୍ : ଟ୍ବିଟର ମାଧ୍ୟମରେ ଦେଲେ ସୂଚନା

ନୂଆଦିଲ୍ଲୀ ୭/୧୧ : କେରଳର ରାଜ୍ୟପାଳ ଆରିଫ ମହମ୍ମଦ ଖାନ୍ କରୋନା ଭାଇରସରେ ସଂକ୍ରମିତ ହୋଇଛନ୍ତି। ତାଙ୍କ କରୋନା ଟେଷ୍ଟ୍ ରିପୋର୍ଟ ପଜିଟିଭ ଆସିଛି। ରାଜ୍ୟପାଳ ଆରିଫ ମହମ୍ମଦ ଖାନ୍ ନିଜ ଟ୍ବିଟର ହ୍ୟାଣ୍ଡଲରେ ମଧ୍ୟ ଏବିଷୟରେ ସୂଚନା ଦେଇଛନ୍ତି।

ସେ ଲେଖିଛନ୍ତି ଯେ ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। କିନ୍ତୁ ଚିନ୍ତାର କୌଣସି ବିଷୟ ନାହିଁ। ସେ ସେମାନଙ୍କୁ ମଧ୍ୟ କରୋନା ଟେଷ୍ଟ କରାଇବାକୁ ଅନୁରୋଧ କରୁଛନ୍ତି ଯେଉଁମାନେ ଗତ ସପ୍ତାହରେ ତାଙ୍କ ସହ ଦିଲ୍ଲୀରେ ସାକ୍ଷାତ କରିଥିଲେ କିମ୍ବା ସେମାନେ ନିଜକୁ ଆଇସୋଲେଟ୍ ରଖନ୍ତୁ।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର