ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ବିଲରୁ ଫେରି ଗଛ ତଳେ ନେଇଥିଲେ ଆଶ୍ରୟ, ବଜ୍ରାଘାତରେ ଚାଲିଗଲା ୩ ଜଣଙ୍କ ଜୀବନ

ସମ୍ବଲପୁର ୨୭/୦୯ : ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ । ସମ୍ବଲପୁର କୁଶାମୁରା ବଡମାଲ ଗାଁରେ ଜଣେ ମହିଳା ଓ ୨ଜଣ ପୁରୁଷଙ୍କ ବଜ୍ରାଘାତରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ବିଲରୁ କାମ ସାରି ଫେରୁଥିବା ବେଳେ ବର୍ଷା ଯୋଗୁଁ ସମସ୍ତେ ଏକ ଜାମୁ ଗଛ ତଳେ ଆଶ୍ରୟ ନେଇଥି​‌ଲେ । କିନ୍ତୁ ସେଠାରେ ଜଗି ବସିଥିଲା ମୃତ୍ୟୁ । ଗଛ ତଳେ ଆଶ୍ରୟ ନେଇଥିବା ବେ​‌ଳେ ହଠାତ ବିଜୁଳି ମାରିଥିଲା । ଯାହାଫଲରେ ଘଟଣାସ୍ଥଳରେ ହିଁ ୩ ଜଣଙ୍କ ଜୀବନ ଚାଲିଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ