ଦେଶ ବିଦେଶ ମନୋରଞ୍ଜନ

ଟେଲି ଅଭିନେତ୍ରୀ ମନୀଷାଙ୍କ ପରଲୋକ

ଟେଲି ଜଗତର ଚର୍ଚ୍ଚିତ ଅଭିନେତ୍ରୀ ମନୀଷା ଯାଦବଙ୍କ ଦେହାନ୍ତ ହୋଇଛି। ଟିଭି ସିରିଏଲ ଯୋଦ୍ଧା ଅକବରରେ ତାଙ୍କ ନିପୁଣ ଅଭିନୟ ଦର୍ଶକଙ୍କ ମହଲରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲା।

ଅଭିନେତ୍ରୀ ମନୀଷା ଯୋଦ୍ଧା ଅକବରରେ ସଲିମା ବେଗମ ଭାବେ ଦର୍ଶକଙ୍କ ସାମ୍ନାକୁ ଆସିଥିଲେ। ଗତ ୧ ତାରିଖରେ ବ୍ରେନ୍ ହେମ୍‌ରେଜ୍‌ରେ ତାଙ୍କର ଆକସ୍ମିକ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମନୀଷାଙ୍କ ମୃତ୍ୟୁ ଖବରକୁ ପ୍ରଥମେ ତାଙ୍କ ସହ-ଅଭିନେତ୍ରୀ ପରିଧି ଶର୍ମା ସୋସିଆଲ ମିଡିଆରେ ସେୟାର କରିଥିଲେ।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ