କଳା ଓ ସଂସ୍କୃତି ଧର୍ମ

ନବରାତ୍ରିର ୯ ଦିନରେ ମା’ଙ୍କୁ ଏହି ଭୋଗ ଲଗାଇ କରନ୍ତୁ ପୂଜା, ଦୂରେଇ ଯିବ ସବୁ ସଙ୍କଟ

୨୦୨୧ ନଭେମ୍ବର ୭ରୁ ନବରାତ୍ରୀ ଆରମ୍ଭ ହୋଇଛି । ନବରାତ୍ରିର ୯ ଦିନ ମଧ୍ୟରେ ମା ଦୁର୍ଗାଙ୍କ ଅଲଗା ଅଲଗା ସ୍ୱରୂପକୁ ପୂଜା କରାଯାଇଥାଏ । ୯ ଦିନ ରେ ମା’ଙ୍କୁ ଅଲଗା ଅଲଗା ଭୋଗ ଲଗାଇ ପୂଜା କରାଯାଏ । ଏପରି କରିବା ଦ୍ୱାରା ମା’ ଦୁର୍ଗା ନିଜ ଭକ୍ତଙ୍କ ଉପରେ ଖୁବଶୀଘ୍ର ପ୍ରସନ୍ନ ହୋଇଥାନ୍ତି । ତେବେ ଆସନ୍ତୁ ଜାଣିବା କେଉଁ ଦିନ କେଉଁ ଭୋଗ ଲଗାଇବା ଉଚିତ୍….

– ନବରାତ୍ରିର ପ୍ରଥମ ଦିନରେ ମାଙ୍କୁ ଗାଈ ଘିଅରେ ଭୋଗ ଲଗାଇବା ଉଚିତ୍ । ଏହା କରିବା ଦ୍ୱାରା ରୋଗ ଏବଂ ସମସ୍ତ ସଙ୍କଟରୁ ମୁକ୍ତି ମିଳିଥାଏ ।

– ନବରାତ୍ରୀର ଦ୍ୱିତୀୟ ଦିନରେ ମା’ଙ୍କୁ ଚିନି ଏବଂ ପଞ୍ଚାମୃତ ଅର୍ପଣ କରାଯାଏ । ବିଶ୍ୱାସ କରାଯାଏ ଯେ, ଏପରି କରିବା ଦ୍ୱାରା ଜଣେ ବ୍ୟକ୍ତି ଦୀର୍ଘଜୀବୀ ହେବାର ବର ପାଇଥାଏ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ