କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ତାଲା ଭାଙ୍ଗି ରାମ ମନ୍ଦିରରୁ ଚୋରି : ବୋହିନେଲେ ତିନି ଠାକୁରଙ୍କ ରୂପା ମୁକଟ

ଭଦ୍ରକ ୧୦/୧୦: ତାଲା ଭାଙ୍ଗି ମନ୍ଦିରରୁ ଚୋରି , ଲୁଟିନେଲେ ଠାକୁରଙ୍କର ଅଳଙ୍କାର । ସୂଚନାଯୋଗ୍ୟ ଯେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଦୈସିଂ ପଞ୍ଚାୟତ ସାଳନ୍ଦୀ ନଦୀର କୂଳରେ ଥିବା ରାମ ମନ୍ଦିରରୁ ବିଳମ୍ବିତ ରାତିରେ ମନ୍ଦିର ଚାବି ଭାଙ୍ଗି ଚୋରି ହୋଇଛି ।

ରାମ , ଲକ୍ଷ୍ମଣ ଓ ସୀତାଙ୍କର ତିନୋଟି ମୂଲ୍ୟବାନ ରୁପା ମୁକୁଟ ଚୋରି କରିବା ସହ ମନ୍ଦିର ଭିତରେ ଥିବା ଭେଟି ଟଙ୍କା ନେଇଯାଇଛନ୍ତି । ସ୍ଥାନୀୟ ଲୋକେ ସଖାଳୁ ମନ୍ଦିର ତାଲା ଭଙ୍ଗାଯାଇଥିବା ଦେଖିଥିଲେ, ମନ୍ଦିର ପୁଜାରୀ ଗ୍ରାମାଞ୍ଚଳ ଥାନାରେ ଚୋରି ନେଇ ଲିଖିତ ଏତଲା ଦେଇଛନ୍ତି । ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,