ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ସ୍କୁଲ ଖୋଲିଲେ ମନିଟରିଂ କରାଯିବ:ଡିଏମଇଟି

ଭୁବନେଶ୍ୱର: ସ୍କୁଲ ଖୋଲିବା ପ୍ରସଙ୍ଗକୁ ନେଇ ଡିଏମଇଟି ସିବିକେ ମହାନ୍ତି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସ୍କୁଲ ଖୋଲିବା ପରେ ଗଣଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗ ମନିଟରିଂ କରିବେ । ପିଲାମାନଙ୍କ ଲକ୍ଷଣ ଓ ଶିକ୍ଷକ ଟିକା ନେଇଛନ୍ତି କି ନାହିଁ ତାହା ଅନୁଧ୍ୟାନ କରାଯିବ । ଏ ଦିଗରେ ଅଭିଭାବକ ମାନେ ତୀଖ୍ନ ନଜର ରଖିବେ । ବଡ଼ ମାନଙ୍କ ଠାରୁ ପିଲାଙ୍କୁ ସଂକ୍ରମଣ ହେବାର ଆଶଙ୍କା ରହିଥାଏ । ତେଣୁ ଏନେଇ ସଚେତନତା ଜରୁରୀ । ସ୍କୁଲ ଶିକ୍ଷକ, ଅଭିଭାବକ ଟିକା ନେବା ଜରୁରୀ । ପିଲାମାନଙ୍କ ମଧ୍ୟରେ ବାରମ୍ବାର ସଚେତନତା ସୃଷ୍ଟି କରିବା ଆବଶ୍ୟକ ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି