ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ୩୨୭ ନୂଆ କରୋନା ପଜିଟିଭ୍ ଚିହ୍ନଟ, ୪୪ ଜଣ ଶିଶୁ ଓ କିଶୋର ସଂକ୍ରମିତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨୯ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, ଖୋର୍ଦ୍ଧାରୁ ୧୭୭ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୬ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୪ ଜଣ ଓ ଷ୍ଟେଟ ପୁଲରୁ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୨ ହଜାର ୧୦୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୯ ହଜାର ୫୮୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୧୨୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ