ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

ଭୁବନେଶ୍ୱର ୦୭।୧୧ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୩୧୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୭ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୨୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୧୮୫୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୪୧୧୨୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ