ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜଧାନୀରୁ ଆଉ ୬୩ କୋଭିଡ୍ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୯୩

ଭୁବନେଶ୍ୱର ୧୦।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୩ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୮୩୭ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୫ ଜଣ ରହିଥିବା ବେଳେ ୪୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୯୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।


ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୮୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୮୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮୪ ଜଣଙ୍କର ମୃତ୍ୟୁ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ