ରାଜ୍ୟ ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ


ମେଷ: ବଡ଼ କଂପାନି ସହ କାମ କରିବା ପାଇଁ ପ୍ରସ୍ତାବ ଆସିବ। କାମରେ ଜୀବନସାଥୀଙ୍କ ସହଯୋଗ ପାଇବେ। ଛାତ୍ରଙ୍କ ଲାଗି ଦିନଟି ଭଲ। ବାହନ କିଣିବା ଯୋଗ ଅଛି।

ବୃଷ: ସ୍ଥଗିତ କାମ ପୂରା କରିବା ପାଇଁ ବନ୍ଧୁଙ୍କ ସାହାଯ୍ୟ ପାଇବେ। ଜମି ସମ୍ବନ୍ଧୀୟ ସମସ୍ୟାର ସମାଧାନ ବାହାରିବ। ବ୍ୟବସାୟରେ ପୁଞ୍ଜି ଲଗାନ୍ତୁ, ଦିଗୁଣା ଲାଭ ହେବ।

ମିଥୁନ: ବେକାରଙ୍କୁ ରୋଜଗାରର ଭଲ ଅବସର ମିଳିବ। ନିଜ କାର୍ଯ୍ୟସୂଚୀରେ ସକାରାତ୍ମକ ପରିବର୍ତ୍ତନ କରିବେ। ଦାମ୍ପତ୍ୟ ଜୀବନରେ ମଧୁରତା ରହିବ।

କର୍କଟ: ଅଫିସରେ କର୍ତ୍ତୃପକ୍ଷଙ୍କ ଠାରୁ ଦୁର୍ବ୍ୟବହାର ପାଇପାରନ୍ତି। ସାମାଜିକ କାର୍ଯ୍ୟ ନେଇ ଆପଣଙ୍କର ପ୍ରଶଂସା ହେବ। ଜମିରେ ନିବେଶ କରିବା ଲାଗି ଦିନଟି ଭଲ।

ସିଂହ: ନୂଆ ବନ୍ଧୁ କରିବା ପୂର୍ବରୁ ତାଙ୍କ ସମ୍ବନ୍ଧରେ ଭଲଭାବେ ଜାଣି ନିଅନ୍ତୁ। ଅବିବାହିତ ଲୋକଙ୍କୁ ବିବାହ ପ୍ରସ୍ତାବ ମିଳିବ। କାଠ ତିଆରି ଜିନିଷ କିଣିବା ଲାଗି ଦିନଟି ଶୁଭ।

କନ୍ୟା: ବାପା ମାଆଙ୍କ ଆଶୀର୍ବାଦ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ ସାହାଯ୍ୟ କରିବ। ଲୋକମାନଙ୍କ ମତ ଫଳପ୍ରଦ ସାବ୍ୟସ୍ତ ହେବ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ସୁଦୃଢ଼ ହେବ।

ତୁଳା: ଆଧ୍ୟାତ୍ମିକ କାର୍ଯ୍ୟ ପ୍ରତି ଆପଣଙ୍କର ଆସ୍ଥା ରହିବ। ନିଜ ସ୍ବଭାବରେ ଟିକେ ପରିବର୍ତ୍ତନ ଆଣନ୍ତୁ। ଚାକିରି ଖୋଜୁଥିବା ଲୋକଙ୍କୁ ରୋଜଗାରର ଅବସର ପ୍ରାପ୍ତ ହେବ।

ବିଛା: ସବୁ କାମ ନିର୍ଦ୍ଧାରିତ ସମୟରେ ପୂରା ହୋଇଯିବ। କୌଣସି କଥାକୁ ନେଇ ଦ୍ବିଧାରେ ରହିବେ। ବ୍ୟବସାୟ ଲାଗି ନୂଆ ଯୋଜନା ପ୍ରସ୍ତୁତ କରିବେ।

ଧନୁ: ଘରୋଇ ଜିନିଷ କିଣିବା ଲାଗି ଯୋଜନା କରିବେ। ବେପାରୀ ବଡ଼ ଚୁକ୍ତି କରିବାରେ ସଫଳ ହେବେ। ସୋସିଆଲ ମିଡିଆରେ ନୂଆ ବନ୍ଧୁ ବନାଇବେ। ସ୍ବାସ୍ଥ୍ୟ ଦୃଷ୍ଟିରୁ ଦିନଟି ଭଲ।

ମକର: ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ। କାର୍ଯ୍ୟ ବ୍ୟସ୍ତତା ହେତୁ କ୍ଳାନ୍ତ ଅନୁଭବ କରିବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।

କୁମ୍ଭ: ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ। ପରିବାରରେ ଆନନ୍ଦ ଉଲ୍ଲାସ ରହିବ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହେବ। ପ୍ରିୟଜନଙ୍କ ସହ ବାହାରକୁ ବୁଲି ଯିବେ।

ମୀନ: ଆପଣଙ୍କ ଶକ୍ତିର ସ୍ତର ଭଲ ରହିବ। ଜୀବନରେ ପରିବର୍ତ୍ତନ ଆସିବା ଯୋଗୁଁ ସୁଖଦ ପରିବେଶ ରହିବ। ସମାଜରେ ମାନ ସମ୍ମାନ ବଢ଼ିବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।