ରାଜ୍ୟ ସ୍ୱାସ୍ଥ୍ୟ

କାଲି ଚିହ୍ନଟ ହୋଇଥିବା ୧୪ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ ଲୋକାଲ୍

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସବୁ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଛି ସେହିପରି ଓଡ଼ିଶାରେ ମଧ୍ୟ ସଂକ୍ରମଣ ବୃଦ୍ଧିପାଇବାରେ ଲାଗିଛି । ଗତକାଲି ଚିହ୍ନଟ ହୋଇଥିବା ୧୪ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟ ୮ ଜଣଙ୍କର ଫରେନ୍ ଟ୍ରାଭେଲ୍ ହିଷ୍ଟ୍ରି ଅଛି ଓ କଣ୍ଟାକ୍ଟ ଟ୍ରେସିଂ ମଧ୍ୟ ସରିଛି । ପ୍ଲାଟୋ ଷ୍ଟେଜକୁ ନଆସିବା ଯାଏଁ ସଂକ୍ରମଣ କେବେ କମିବ କହିହେବନି । କଟକଣା ଜାରି କରାଯାଇଛି ସମସ୍ତେ କୋଭିଡ୍ ନିୟମ ମାନନ୍ତୁ । କାଲିଠୁ ପ୍ରିକସନ୍ ଡୋଜ୍ ଟିକାକରଣ ଆରମ୍ଭ ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ