କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଆଲୋକର ପର୍ବରେ ଅଘଟଣ, ଇଟାଭାଟି ଖାଲରେ ପଡି ଯୁବକଙ୍କ ମୃତ୍ୟୁ…

ଚଣ୍ଡିଖୋଲ ୧୪।୧୧: ଚାରିଆଡେ ଆଲୋକର ପୂର୍ବ ଦୀପାବଳି ଚାଲିଥିବା ବେଳେ ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ପଣସ ପଡିଆରେ ଘଟିଛି ଅଘଟଣ । ଇଟାଭାଟି ଖାଲରେ ପଡି ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ସୁବାଷ ପରିଡ଼ା ।

ଖବର ଅନୁଯାୟୀ, ଆଜି ସକାଳ ସମୟରେ ସୁବାଷ ପରିଡ଼ା ଇଟାଭାଟି ଖାଲକୁ ଯାଉଥିବା ବେଳେ ଗୋଡ ଖସିଯାଇଥିଲା । ଯାହାଫଳରେ କି ପାଣିରେ ପଡିଯାଇଥିଲା । ଘଟଣାସ୍ଥଳରେ ଉପସ୍ଥିତ ଥିବା ଲୋକେ ତୁରନ୍ତ ୧୦୮ ଆମ୍ବୁଲାନ୍ସକୁ ଫୋନ୍‌ କରି ଡକାଇଥିଲେ । କିନ୍ତୁ ଡାକ୍ତରଖାନାକୁ ପହଞ୍ଚିବା ପୂର୍ବରୁ ଯୁବକଙ୍କ ମୃତ୍ୟୁ ହୋଇଯାଇଛି । ଜେନାପୁର ଥାନା ଅଧିକାରୀ ଆଶିଷ ସାହୁ ଘଟଣାସ୍ଥଳରେ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ତେବେ ମୃତ୍ୟୁର ଖବର ପାଇ ପରିବାର ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,