ରାଜ୍ୟ ସ୍ୱାସ୍ଥ୍ୟ

ଢେଙ୍କାନାଳ ସିଭିଲ କୋର୍ଟ ୭୨ ଘଣ୍ଟା ଯାଏଁ ସିଲ୍‌, ଏକାଧିକ ପଜିଟିଭ୍ ଚିହ୍ନଟ ପରେ ଆକ୍ସନ

ଢେଙ୍କାନାଳ ୨୪।୦୧: ଢେଙ୍କାନାଳ ସିଭିଲ କୋର୍ଟ ସିଲ୍‌ । ଏକାଧିକ କୋଭିଡ଼ ପଜିଟିଭ ଚିହ୍ନଟ ହେବା ପରେ ୭୨ ଘଣ୍ଟା ପାଇଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରିବା ସିଲ୍‌ କଲା ପୌର ପ୍ରଶାସନ । ଏହି ସମୟରେ ପୁରା କୋର୍ଟ ପରିସର କାହାର ପ୍ରବେଶ ଉପରେ କଟକଣା ରହିଛି । ଯଦି କେହି ଏହାର ଉଲ୍ଲଂଘନ କରନ୍ତି । ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ, ଢେଙ୍କାନାଳ ସିଭିଲ କୋର୍ଟରେ ଏକାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପର୍ଯ୍ୟାୟକ୍ରମଏ କୋର୍ଟର ପ୍ରାୟ ୧୦ ଜଣ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଛନ୍ତି । ଯାହାଫଳରେ ସିଭିଲ କୋର୍ଟ ପରିସରକୁ ଆଜି ଠାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛି । ଏପିରିକି ଆଗାମୀ ୭୨ ଘଣ୍ଟା ପାଇଁ କୋର୍ଟକୁ ପୌର ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି । ଆଗାମୀ ୨୭ ତାରିଖ ସକାଳ ୭ଟା ଯାଏଁ କୋର୍ଟ ପରିସର ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଭାବେ ରହିବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ