ଖେଳ ଦେଶ ବିଦେଶ

କୋଭିଡ ପଜିଟିଭ ହେଲେ ଗୌତମ ଗମ୍ଭୀର, ସଂପର୍କରେ ଆସିଥିବା ଲୋକଙ୍କୁ ଟେଷ୍ଟିଂ ପାଇଁ ଅପିଲ୍

ନୂଆଦିଲ୍ଲୀ ୨୫/୦୧: ପୂର୍ବତନ ଭାରତୀୟ କ୍ରିକେଟର ତଥା ଭାରତୀୟ ଜନତା ପାର୍ଟିର ସାଂସଦ ଗୌତମ ଗମ୍ଭୀରଙ୍କୁ କରୋନା । ମଙ୍ଗଳବାର ଟ୍ୱିଟ୍ କରି ଗୌତମ ଗମ୍ଭୀର ଏହି ସୂଚନା ଦେଇଛନ୍ତି । ଏହାସହ ସେ ଅପିଲ କରି କହିଛନ୍ତି ଯେଉଁମାନେ ମୋ ସହିତ ଯୋଗାଯୋଗରେ ଆସିଛନ୍ତି । ସେମାନେ ଦୟାକରି ନିଜର ପରୀକ୍ଷା କରାଇନିଅନ୍ତୁ ।

ଗୌତମ ଗମ୍ଭୀର ଟ୍ୱିଟ୍ କରି ଲେଖିଛନ୍ତି ଯେ ସାମାନ୍ୟ ଲକ୍ଷଣ ପାଇବା ପରେ ମୋ ଶରୀରରେ କରୋନା ଭାଇରସ ଚିହ୍ନଟ ହୋଇଛି । ଯେଉଁମାନେ ମୋ ସହିତ ଯୋଗାଯୋଗ କରିଛନ୍ତି, ସେମାନେ ସେମାନଙ୍କର ପରୀକ୍ଷା କରନ୍ତୁ । ସୂଚନା ଥାଉକ, ଗତ କିଛି ଦିନ ଧରି ଗୌତମ ଗମ୍ଭୀର କ୍ରମାଗତ ଭାବରେ ହେଡଲାଇନରେ ରହିଆସିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ