ରାଜ୍ୟ ସ୍ୱାସ୍ଥ୍ୟ

ଆଜି କମିଛି ସଂକ୍ରମଣ: ଗତ ୨୪ ଘଣ୍ଟା ମଧ୍ୟରେ ୫,୯୦୧ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି କମିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୯୦୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୮୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୩୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୩୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯୩ ଜଣ, ବାଲେଶ୍ୱରରୁ ୩୦୦ ଜଣ, ବରଗଡ଼ରୁ ୧୦୨ ଜଣ, ଭଦ୍ରକରୁ ୯୬ ଜଣ, ବଲାଙ୍ଗୀରରୁ ୧୮୪ ଜଣ, ବୌଦ୍ଧ ଜିଲ୍ଲାରୁ ୭୮, କଟକରୁ ୪୦୨ ଜଣ, ଦେବଗଡ଼ରୁ ୮୯ ଜଣ, ଢେଙ୍କାନାଳରୁ ୭୩ ଜଣ, ଗଜପତିରୁ ୬୯, ଗଞ୍ଜାମରୁ ୯୫ ଜଣ, ଜଗତସିଂହପୁରରୁ ୮୨ ଜଣ, ଯାଜପୁରରୁ ୧୯୧ ଜଣ, ଝାରସୁଗୁଡ଼ାରୁ ୬୩ ଜଣ, କଳାହାଣ୍ଡିରୁ ୧୬୮ ଜଣ, କନ୍ଧମାଳରୁ ୮୬ ଜଣ, କେନ୍ଦ୍ରାପଡ଼ାରୁ ୧୪୪ ଜଣ, କେଉଁଝରରୁ ୧୨୮ ଜଣ, ଖୋର୍ଦ୍ଧାରୁ ୧୪୩୦ ଜଣ, କୋରାପୁଟରୁ ୬୪ ଜଣ, ମାଲକାନଗିରିରୁ ୫୫ ଜଣ, ମୟୁରଭଞ୍ଜରୁ ୧୪୯ଜଣ, ନବରଙ୍ଗପୁରରୁ ୧୧୩, ନୟାଗଡ଼ରୁ ୧୮୦ ଜଣ, ନୂଆପଡ଼ାରୁ ୧୮୯ ଜଣ, ପୁରୀରୁ ୧୧୭ ଜଣ, ରାୟଗଡ଼ାରୁ ୧୦୧ ଜଣ, ସମ୍ୱଲପୁରରୁ ୧୩୮ ଜଣ, ସୋନପୁରରୁ ୮୬, ସୁନ୍ଦରଗଡ଼ରୁ ୫୪୫ ଜଣ ଓ ଷ୍ଟେଟ ପୁଲରୁ ୨୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତ

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨୩୧୧୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୧୫୨୨୩୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦,୩୨୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ