ଦେଶ ବିଦେଶ ସ୍ୱାସ୍ଥ୍ୟ

ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ୮୯ ଲକ୍ଷ ଟପିଲା, ୨୪ ଘଣ୍ଟାରେ ୩୮,୬୧୭ ନୂଆ ଆକ୍ରାନ୍ତ, ୪୭୪ ମୃତ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ଗତ ୨୪ ଘଣ୍ଟାରେ ପ୍ରାୟ ୩୮ ହଜାର ୬୧୭ ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୮୯ ଲକ୍ଷ ଟପିଯାଇଛି ଓ ୪୭୪ ଜଣ ମୃତ୍ୟୁବରଣ କରିଛନ୍ତି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା୮୯୧୨୯୦୭ ରେ ପହଞ୍ଚିଛି । ଏହା ମଧ୍ୟରୁ ୪୪୬୮୦୫ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧୩୦୯୯୩କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୮୩୩୫୧୦୯ ରେ ପହଞ୍ଚିଛି ।

ଅନ୍ୟପକ୍ଷରେ ସାରା ବିଶ୍ୱରେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ କୋଟି ୫୫ ଲକ୍ଷ ଓ ମୃତ୍ୟୁସଂଖ୍ୟା ୧୩.୩୭ ଲକ୍ଷ ଟପିଯାଇଛି । ଆମେରିକାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୩ ଲକ୍ଷ ଟପିଯାଇଛି । ଆମେରିକା ତଳକୁ ଭାରତ ଓ ବ୍ରାଜିଲ ରହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ