ରାଜ୍ୟ ସ୍ୱାସ୍ଥ୍ୟ

ହସ୍ପିଟାଲ ରେଟ୍‌ ଦେଖିଲେ, ଆମେ ଭଲ ସ୍ଥିତିରେ ରହିଛେ-ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର ୧୫।୦୨ : ହସ୍ପିଟାଲ ରେଟ ଦେଖିଲେ ଆମେ ଭଲ ସ୍ଥିତିରେ ରହିଛେ । ଡେଞ୍ଜର ଜୋନ୍‌ରୁ ଖୁବ୍‌ ଶୀଘ୍ର ରାଜ୍ୟ ବାହାରିଯିବା । ଯେଉଁମାନେ ହସ୍ପିଟାଲକୁ ଅସ୍ତ୍ରୋପଚାରୁ ଲାଗି ଆସୁଛନ୍ତି । ସେମାନଙ୍କର ଲକ୍ଷଣ ନଥିଲେ ଟେଷ୍ଟ କରିବାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, କେନ୍ଦ୍ର ସରକାର ଯେଉଁ ଗାଇଡ଼ଲାଇନ ଦେଇଛନ୍ତି । ସେହି ଅଅନୁସାରେ ଜିଲ୍ଲାକୁ ନିର୍ଦ୍ଦେଶ ଦିଆଯାଇଛି। କୋଭିଡ ମୃତ୍ୟୁ ସଂଖ୍ୟା ମଧ୍ୟ ଧୀରେ ଧୀରେ ଧୀରେ କମିବ। ପୂର୍ବ ମୃତ୍ୟୁଗୁଡ଼ିକର ଅଡ଼ିଟ କରି ମୃତ୍ୟୁ ସଂଖ୍ୟା ପ୍ରକାଶ କରାଯାଉଛି। ଏବେ ସଂକ୍ରମଣ କମୁଛି । ଆଉ କିଛି ଦିନରେ ମୃତ୍ୟୁ ସଂଖ୍ୟା ବି କମିଯିବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ