ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ବର୍ତ୍ତମାନ ସୁଦ୍ଧା ୬ କୋଟି ୩ ଲକ୍ଷ ୯୬ ହଜାର ଡୋଜ୍ ଦେଇସାରିଲୁଣି : ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ବର ୨୨।୨: ଟିକାକରଣ ନେଇ ପ୍ରତିକ୍ରିୟା ରଖିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ । ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ୬ କୋଟି ୩ ଲକ୍ଷ ୯୬ ହଜାର ଡୋଜ୍ ଦେଇସାରିଲୁଣି । କେନ୍ଦ୍ର ଯାହା ଟାର୍ଗେଟ ଦେଇଥିଲା ସେଭିତରୁ ପ୍ରଥମ ଡୋଜ୍ ପାଇଛନ୍ତି ୯୫% । ଉଭୟ ପ୍ରଥମ ଓ ଦ୍ଵିତୀୟ ଡୋଜ ନେଇଛନ୍ତି ୮୦.୬% । ୧୫ରୁ ୧୭ବର୍ଷ ଟିକାକରଣ ଚାଲିଛି । ଯେତିକି ଟାର୍ଗେଟ ଥିଲା ସେଥିରୁ ୭୬% ଟିକା ନେଇସାରିଲେଣି ।

ଦ୍ଵିତୀୟ ଡୋଜ୍ ଲାଗି ଡ୍ୟୁ ହେଲେଣି ସେମାନଙ୍କ ଭିତରୁ ୫୫% ଟିକା ନେଇସାରିଲେଣି । ପ୍ରିକସନ ଡୋଜ୍ ୧୦୦% ନେଇ ସାରିଲେଣି । କେନ୍ଦ୍ର ଯାହା କହିଛନ୍ତି ଯେ ସାଢ଼େ ଚାରି ଲକ୍ଷ ବୟସ୍କ ଟିକା ନେଇନାହାଁନ୍ତି ତାହା ପ୍ରୋଜେକ୍ଟେଡ୍ ଫିଗର । ଜନସଂଖ୍ୟା ଉପରେ ଏହା ଆଧାରିତ। ୬୦ବର୍ଷରୁ ଉର୍ଦ୍ଧ୍ବ ଟିକା ନେଇନଥିବା ସେ କହିଛନ୍ତି । ଆମ ତଥ୍ୟ ଅନୁଯାୟୀ ବହୁ କମ୍ ଲୋକ ବାକି ଅଛନ୍ତି ଟିକା ନେବା ପାଇଁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ