କଳା ଓ ସଂସ୍କୃତି ରାଜ୍ୟ ସ୍ପେଶାଲ ରିପୋର୍ଟ

ବାଲୁକା କଳାରେ ଶାନ୍ତିର ବାର୍ତ୍ତା, ରୁଦ୍ରାକ୍ଷରେ ସ୍ଥାପନ ହେଲା ମହାଦେବଙ୍କ ମୂର୍ତ୍ତି

ପୁରୀ ୦୧।୦୩: ଯୁଦ୍ଧ କୌଣସି ସମସ୍ୟାର ସମାଧାନ ନୁହେଁ । ଶାନ୍ତି ବିରାଜମାନ କରିବା ଦରକାର । ବିଶ୍ୱଶାନ୍ତି ଆମର କାମ୍ୟ । ମହାଶିବରାତ୍ରି ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକାକଳା ନିର୍ମାଣ କରିଛନ୍ତି ।

ୟୁକ୍ରେନ-ଋଷ ଯୁଦ୍ଧ ଅବସରରେ ବାଲୁକା ଶିଳ୍ପୀ ଆମେ ଶାନ୍ତି ଚାହୁଁ ବୋଲି ବାର୍ତ୍ତା ଦେଇଛନ୍ତି । ଏକ ଶିବ ଲିଙ୍ଗ ସହ ମହାଦେବଙ୍କ ମୂର୍ତ୍ତି ନିର୍ମାଣ କରିଛନ୍ତି । ଏହି ବାଲୁକାକଳାରେ ୨୩ହଜାର ୪୩୬ ରୁଦ୍ରାକ୍ଷ ସ୍ଥାପନ ହୋଇଛି । ବାଲୁକାକଳାଟି ଅତ୍ୟନ୍ତ ଆକର୍ଷଣୀୟ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,