ରାଜ୍ୟ ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ୧୩୮ କରୋନା ପଜିଟିଭ ଚିହ୍ନଟ, ୩୩ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Covid-19 Report For 2nd March

New Positive Cases: 138
Of which 0-18 years: 33
In quarantine: 78
Local contacts: 60

(Details of local contacts will be shared by concerned District)

1. Angul: 4
2. Balasore: 6
3. Balangir: 3
4. Boudh: 1
5. Cuttack: 5
6. Deogarh: 5
7. Gajapati: 18

— I & PR Department, Odisha (@IPR_Odisha) March 3, 2022

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୬ ଜଣ, ବଲାଙ୍ଗୀରରୁ ୩ ଜଣ, ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୫ ଜଣ, ଦେବଗଡ଼ରୁ ୫ ଜଣ, ଗଜପତିରୁ ୧୮, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୧୩ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୭ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୧୧ ଜଣ, ନବରଙ୍ଗପୁରରୁ ୩ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨ ଜଣ, ସମ୍ୱଲପୁରରୁ ୩୧ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୫, ୪୮୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୪, ୪୨୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧,୯୨୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ