ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଦେଶରେ ଦ୍ରୁତଗତିରେ କମୁଛି ସକ୍ରିୟଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୯୩ଟି ନୂଆ କରୋନା ମାମଲା ସାମ୍ନାକୁ ଆସିଛି | ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୦୮ ଜଣଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଛି | ବର୍ତ୍ତମାନ ଦେଶରେ ୪୯,୯୪୮ ସକ୍ରିୟ ମାମଲା ରହିଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୫୫ ଜଣ ସୁସ୍ଥ ହୋଇଛନ୍ତି | କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦ୍ୱାରା ଦିଆଯାଇଥିବା ସୂଚନା ମୁତାବକ ମୋଟ କରୋନା ସଂକ୍ରମିତଙ୍କ ମଧ୍ୟରୁ ବର୍ତ୍ତମାନ ସକ୍ରିୟ ମାମଲା ୦.୧୨ ପ୍ରତିଶତ ଥିବାବେଳେ ଦୈନିକ ପଜିଟିଭିଟି ହାର ୦.୪୬ ପ୍ରତିଶତକୁ ଖସିଆସିଛି |

ସେହିପରି ଦେଶରେ ୧୬ ଜାନୁୟାରୀ ୨୦୨୧ରୁ ଆରମ୍ଭ ହୋଇଥିବା ଟିକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ସମୁଦାୟ ୧୭୯.୧୩ କୋଟି ଡୋଜ ଟିକା ଦିଆଯାଇଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ କେରଳରେ ସର୍ବାଧିକ ୧୨୨୩ ଟି ନୂଆ କରୋନା ମାମଲା ସାମ୍ନାକୁ ଆସିବା ପରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୬୫,୧୩,୩୧୨କୁ ବୃଦ୍ଧି ପାଇଛି। ରାଜ୍ୟରେ ସଂକ୍ରମଣ ହେତୁ ୮୩ ଜଣଙ୍କର ମୃତ୍ୟୁ ଘଟିଛି, ଏହା ପରେ ରାଜ୍ୟରେ କରୋନା ହେତୁ ମୃତ୍ୟୁ ସଂଖ୍ୟା ୬୬,୨୬୩ କୁ ବୃଦ୍ଧି ପାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ