ଅପରାଧ ରାଜ୍ୟ

ନାଗ ସହିତ ନାଗିନ୍‌ ଡ୍ୟାନ୍ସ, ୫ ଅଟକ

କରଞ୍ଜିଆ ୨୮।୦୪: ନାଗକୁ ଧରି ନାଗିନ୍‌ ଡ୍ୟାନ୍ସ । ବରଯାତ୍ରୀ ଶୋଭାଯାତ୍ରାରେ ନାଚିବା ପଡିଲା ମହଙ୍ଗା । ସାପ ଖେଳାଳି ସମେତ ୫ଜଣ ବାଦ୍ୟକାରଙ୍କୁ ଅଟକ ରଖିଛି ବନବିଭାଗ । ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ସହରରେ ଦେଖିବାକୁ ମିଳିଛି ଏପରି ଘଟଣା ।

ଖବର ଅନୁଯାୟୀ, ବରଯାତ୍ରୀ ଶୋଭାଯାତ୍ରାରେ ଯାଉଥିବା ବେଳେ ଜଣେ ବ୍ୟକ୍ତି ଏକ ବିନ୍‌ ବଜେଇ ବିଷାକ୍ତ ସାପକୁ ଧରି ନାଗିନ୍‌ ଡ୍ୟାନ୍ସ କରୁଥିଲେ । ସର୍ବସାଧାରଣଙ୍କ ସମ୍ମୁଖରେ ଏହି ସାପୁଆ କେଳା ବାଦ୍ୟର ତାଳେ ତାଳେ ନୃତ୍ୟ ପରିବେଷଣ କରୁଥିଲା। ଏନେଇ ଖବର ପାଇବା ପରେ କରଞ୍ଜିଆ ବନ ବିଭାଗ ସାପ ଖେଳାଳୀ ଏବଂ ବାଜା ବଜାଉଥିବା ସମୁଦାୟ ୫ ଜଣଙ୍କୁ ଅଟକ ରଖିଛି। ଏହା ସହ ସାପକୁ ଉଦ୍ଧାର କରିଛି ବନ ବିଭାଗ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।