ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ସିକ୍ୟୁରିଟି ଗାର୍ଡଙ୍କ ରକ୍ତଜୁଡୁ ବୁଡୁ ମୃତଦେହ ଠାବ, କାନ ଓ ମୁହଁରେ ଲାଗିଛି ଆଘାତ

ଭୁବନେଶ୍ୱର ୦୧।୦୫: ରାଜଧାନୀ ଭୁବନେଶ୍ବରରେ ସିକ୍ୟୁରିଟି ଗାର୍ଡଙ୍କୁ ହତ୍ୟା ସନ୍ଦେହ। ଭୁବନେଶ୍ୱର ଅଶୋକ ନଗର ଅଞ୍ଚଳରୁ ଏକ ନିର୍ମାଣାଧୀନ କୋଠାରୁ ସିକ୍ୟୁରିଟି ଗାର୍ଡଙ୍କ ରକ୍ତ ଜୁଡୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି। ଘଟଣା ସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ଏବଂ କ୍ୟାପିଟାଲ ଥାନା ପୋଲିସ ଛାନଭିନ୍ ଆରମ୍ଭ କରିଛି ।

ତେବେ ମୃତ ସିକ୍ୟୁରିଟି ଗାର୍ଡଙ୍କ ଘର ଯାଜପୁର ଜିଲ୍ଲା ଛଚିନାରେ ବୋଲି ଜଣାପଡିଛି । ସେ ମାସେ ହେଲା ଅଶୋକ ନଗରର ଏହି ନିର୍ମାଣାଧୀନ କୋଠାରେ ସିକ୍ୟୁରିଟି ଗାର୍ଡ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ କାନ, ମୁହଁରେ ଆଘାତ ଲାଗିଛି। ତେବେ କେଉଁ ପରିସ୍ଥିତିରେ ଏମିତି ଏକ ଘଟଣା ଘଟିଲା, ତାହା ସ୍ପଷ୍ଟ ହୋଇନି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।