ଦେଶ ବିଦେଶ ରାଜନୀତି ସ୍ୱାସ୍ଥ୍ୟ

ପରିବେଶ ମନ୍ତ୍ରୀ ଗୋପାଳ ରାୟଙ୍କୁ କରୋନା


ନୂଆଦିଲ୍ଲୀ ୨୬/୧୧: ଭାରତର ରାଜଧାନୀ ଦିଲ୍ଲୀରେ କରୋନାର ପ୍ରକୋପ ବଢ଼ି ଚାଲିଛି। ଏହା କବଳରେ ଅନେକ ନାମିଦାମୀ ବ୍ୟକ୍ତି ଆସିଛନ୍ତି। ଏବେ ଦିଲ୍ଲୀର ପରିବେଶ ଏବଂ ପର୍ଯ୍ୟାବରଣ ମନ୍ତ୍ରୀ ଗୋପାଳ ରାୟ କରୋନାରେ ସଂକ୍ରମିତ ହୋଇଛନ୍ତି। ଗୋପାଳ ରାୟ ନିଜେ ଟ୍ବିଟ୍ କରି ଏ ବିଷୟରେ ସୂଚନା ଦେଇଛନ୍ତି। ଏହା ପୂର୍ବରୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ୍,ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ମଧ୍ୟ କରୋନାରେ ସଂକ୍ରମିତ ହୋଇଛନ୍ତି।

ଦିଲ୍ଲୀର ପରିବେଶ ଏବଂ ପର୍ଯ୍ୟାବରଣ ମନ୍ତ୍ରୀ ଗୋପାଳ ରାୟ ଗୁରୁବାର ଟ୍ବିଟ୍ କରି କହିଛନ୍ତି ଯେ ପ୍ରାଥମିକ ଲକ୍ଷଣ ପରେ କରୋନା ଟେଷ୍ଟ୍ କରାଇଥିଲେ ଯାହାର ରିପୋର୍ଟ ପଜିଟିଭ ଆସିଛି। ଗତ କିଛି ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି,ସେମାନେ ଦୟା କରି ନିଜର ଧ୍ୟାନ ରଖନ୍ତୁ ଏବଂ ଟେଷ୍ଟ କରି ନିଅନ୍ତୁ।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର