ଅପରାଧ ରାଜ୍ୟ

ରାସ୍ତା ତଳକୁ ଖସିଲା ବାଲି ବୋଝେଇ ହାଇୱା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲ୍‌ପର

ଚାନ୍ଦବାଲି ୦୯/୦୫ : ଚାନ୍ଦବାଲି ଭଦ୍ରକ ମୁଖ୍ୟରାସ୍ତା ଶଗଡ଼ିଆ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡିଲା ବାଲି ବୋଝେଇ ହାଇୱା । ଫଳରେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଡ୍ରାଇଭର ଓ ହେଲ୍ ପର । ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଗାଡିଟି କେନ୍ଦ୍ରାପଡ଼ା ଜିଲ୍ଲାରୁ ବାଲି ନେଇ ଚାନ୍ଦବାଲି ବାଂଶଡା ବ୍ରିଜ ନିକଟକୁ ଯାଉଥିଲା । ଏହି ସମୟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡିଥିଲା । ଖବର ପାଇ ଚାନ୍ଦବାଲି ପୋଲିସ ଗାଡିକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।