ଅପରାଧ ରାଜ୍ୟ

ଖଣି ମାଲିକ ଜିତୁ ପଟ୍ଟାନାୟକଙ୍କ ଘରେ ଇଡିର ରେଡ୍‌, ୪ଟି ସ୍ଥାନରେ ଚାଲିଛି ଏକକାଳୀନ ଚଢାଉ

ଭୁବନେଶ୍ୱର ୧୧।୦୫ : ଖଣି ମାଲିକ ଜିତୁ ପଟ୍ଟନାୟକଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ର ରେଡ୍‌ ।ଏକାକାଳୀନ ୪ଟି ସ୍ଥାନରେ ଇଡି ପକ୍ଷରୁ ଚାଲିଛି ରେଡ୍।

ଖବର ଅନୁଯାୟୀ, ମନି ଲଣ୍ଡରିଂ ମାମଲାରେ ଖଣି ମାଲିକ ଜିତେନ୍ଦ୍ର ନାଥ ପଟ୍ଟନାୟକଙ୍କ ୪ଟି ସ୍ଥାନରେ ରେଡ୍‌ । ଇଡି ପକ୍ଷରୁ ଏହି ସବୁ ସ୍ଥାନଗୁଡିକରେ ଚାଲିଛି ଚଢାଉ । ବୁଧବାର ସକାଳ ୮ଟାରୁ କେନ୍ଦୁଝର ଯୋଡ଼ାରେ ୨ଟି ଓ ଭୁବନେଶ୍ୱରର ୨ଟି ସ୍ଥାନରେ ଚଢାଉ ଚାଲିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।