ଅପରାଧ ରାଜ୍ୟ

ପୋଖରୀରେ ବୁଡି ଅଷ୍ଟମ ଶ୍ରେଣୀ ଛାତ୍ରର ମୃତ୍ୟୁ, ମୃତଦେହ ଜବତ କରି ତଦନ୍ତ କରୁଛି ପୋଲିସ୍‌

ଖଲ୍ଲିକୋଟ, ୧୩/୦୫: ପୋଖରୀରେ ବୁଡି ଅଷ୍ଟମ ଶ୍ରେଣୀ ଛାତ୍ରର ମୃତ୍ୟୁ | ମୃତ ଛାତ୍ର ଜଣକ ଛତ୍ରପୁର ଥାନା ଅଧୀନ ବିପୁଲିଙ୍ଗି ଗ୍ରାମର ରୋଷନ ମହାରଣା (୧୪) ବୋଲି ଜଣାପଡ଼ିଛି | ରୋଷନ ସ୍କୁଲରୁ ଫେରିବା ପରେ ଗ୍ରାମ ନିକଟରେ ଥିବା ପୋଖରୀକୁ ଗାଧେଇଵାକୁ ଯାଇଥିଲେ | ଗୋଡ ଖସିଯିବାରୁ ପୋଖରୀରେ ବୁଡି ଯାଇଥିଲେ | ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଛତ୍ରପୁର ମେଡିକାଲକୁ ଆଣିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ | ଘଟଣାର ଖବର ପାଇ ଛତ୍ରପୁର ପୋଲିସ ମେଡିକାଲରେ ପହଂଚି ଶବକୁ ଜବତ କରି ତଦନ୍ତ କରୁଥିବା ଜଣାପଡ଼ିଛି |

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।