ଅପରାଧ ରାଜ୍ୟ

ବେଆଇନ କରତ କଳ ଉପରେ ବନ ବିଭାଗ ପକ୍ଷରୁ ଚଢ଼ାଉ, ମୂଲ୍ୟବାନ କାଠ ଓ ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି ଜବତ

ସୋର, ୧୩/୦୫: ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ମଇତାପୁରରେ ଥିବା ବେଆଇନ କରତ କଳ ଉପରେ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ମୂଲ୍ୟବାନ କାଠ ଓ ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି ଜବତ କରାଯାଇଛି। ସୂଚନା ଅନୁଯାୟୀ ବାଲେଶ୍ଵର ଡିଏଫଓ ବିମଲ ପ୍ରସନ୍ନ ଆଚାର୍ଯ୍ୟଙ୍କ ନିର୍ଦ୍ଦେଶ କ୍ରମେ ଔପଦା ରେଞ୍ଜର ବବିତା ସୋରେନ, ଖୁଣ୍ଟପାଟଣା ଫରେଷ୍ଟର କିଶୋର ଚନ୍ଦ୍ର ଭୂଆଁ, କୂଳଡିହା ରେଞ୍ଜ ଷ୍ଟାଫ ସୌମ୍ୟରଂଜନ ମାଝୀ ଓ ସିମୁଳିଆ ପୋଲିସଙ୍କ ଉପସ୍ଥିତିରେ ବେଆଇନ କରତ କଳ ଉପରେ ଚଢ଼ାଉ କରିଥିଲେ। ଏଥିରେ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ ଓ ଯନ୍ତ୍ରପାତି ନେଇଯାଇଥିବା ଜଣାପଡିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।