ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ସାଲିଆ ସାହିରେ ଅବକାରୀ ବିଭାଗର ଚଢାଉ, ବିପୁଳ ପରିମାଣର ରନ୍ଧା ମଦ ଓ ପୋଚ ନଷ୍ଟ କଲା ଟିମ୍‌

ଭୁବନେଶ୍ବର, ୧୪।୦୫: ମଦ କାରବାରକୁ ନେଇ ସାଲିଆ ସାହିରେ ଅବକାରୀ ବିଭାଗର ଚଢାଉ କରିଛି । ଚଢ଼ାଉ ସମୟରେ ବିପୁଳ ପରିମାଣର ରନ୍ଧା ମଦ ଓ ପୋଚ ନଷ୍ଟ କରିଛି ଅବକାରୀ ଟିମ୍ । କଟକ ସ୍କ୍ବାଡ୍ ଓ ଭୁବନେଶ୍ବର ଅବକାରୀ ବିଭାଗ ମିଳିତ ଭାବେ ଏହି ଚଢାଉ କରିଥିବା ସୂଚନା ମିଳିଛି । ତେବେ ପୂର୍ବରୁ ମଧ୍ୟ ଅବକାରୀ ବିଭାଗ ଚଢ଼ାଉ କରି ହଜାର ହଜାର ଲିଟର ଦେଶୀ ମଦ ଓ ପୋଚ ନଷ୍ଟ କରିଥିଲା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।