ଭୁବନେଶ୍ବର: ରାଜଧାନୀରେ ବିପୁଳ ପରିମାଣର ଦେଶୀ ମଦ ଜବତ କରାଯିବା ସହ ଏହି ଘଟଣାରେ ଜଡ଼ିତ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।
ରାଜଧାନୀର ସାଲିଆ ସାହି ବସ୍ତିରେ କେନ୍ଦ୍ରାଞ୍ଚଳ ଗୁଇନ୍ଦା ବିଭାଗ ସହ ଅବକାରୀ ବିଭାଗର ମିଳିତ ଚଢାଉ କରାଯାଇଛି। ଏଠାରୁ ବିପୁଳ ପରିମାଣରେ ଦେଶୀ ମଦ ଜବତ କରାଯାଇଛି।