ଅପରାଧ ରାଜ୍ୟ

ମେଳଣ ପଡ଼ିଆରେ ଯୁବକଙ୍କ ତଣ୍ଟି କାଟିବା ଘଟଣା, ୨ ଗିରଫ

ଭୁବନେଶ୍ୱର ୧୫।୦୫: ଭୁବନେଶ୍ବର ଧଉଳି ଥାନା ଅନ୍ତର୍ଗତ ଶିଶୁପାଳଗଡ଼ ମେଳଣ ପଡ଼ିଆରେ ଦୁର୍ବୃତ୍ତ ମାନେ ଜଣେ ଯୁବକଙ୍କ ତଣ୍ଟି କାଟିବା ଘଟଣା । ପୋଲିସ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ।

ଖବର ଅନୁଯାୟୀ, ଗତ ୫ ତାରିଖ ରାତିରେ ଶିଶୁପାଳଗଡ଼ ମେଳଣ ଚାଲିଥିବା ବେଳେ ଚିକୁ ପାତ୍ର ନାମକ ଯୁବକଙ୍କ ବେକକୁ ଧାରୁଆ ଅସ୍ତ୍ରରେ କାଟିଦେଇଥିଲେ ଦୁର୍ବୃତ୍ତ। ଅଭିଯୋଗ ପରେ ପୋଲିସ ଆରମ୍ଭ କରିଥିଲା ପୋଲିସ । ଘଟଣାରେ ତଦନ୍ତ କରି ଧଉଳି ଥାନା ପୋଲିସ ଅଭିଯୁକ୍ତ ଦିଲ୍ଲୀପ ଭୋଇ ଓ ତାର ସହଯୋଗୀକୁ ଗିରଫ କରିଛି। ସେମାନଙ୍କୁ ପଚରାଉଚରା ଜାରି ରଖିଛି ପୋଲିସ

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।