ରାଜ୍ୟ ରାଶିଫଳ

ଜଣାନ୍ତୁ ଆଜିର ରାଶିଫଳ

ମେଷ: ଅଫିସରେ ପରିସ୍ଥିତି ଅନୁକୂଳ ରହିବ। ସହକର୍ମୀଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟ ବିସ୍ତାର କରିବେ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ।


ବୃଷ: ଆପଣଙ୍କର ଏକାଗ୍ରତା ବୃଦ୍ଧି ହେବ। ବଡ଼ କ˚ପାନି ସହ ଡିଲ୍‌ କରିବାର ସୁଯୋଗ ପାଇପାରନ୍ତି। ଘରକୁ ବନ୍ଧୁ ଆସିବେ। ପାରିବାରିକ ଜୀବନ ସୁଖମୟ ହେବ।

ମିଥୁନ: ବେପାର ବୃତ୍ତିରେ ଆଶାଜନକ ଲାଭ ପାଇବେ। ସରକାରୀ କାମ ପୂରା କରିବାରେ ସାହାଯ୍ୟ ମିଳିପାରେ। ପ୍ରେମ ଆବେଦନ କରିବା ଲାଗି ଶୁଭ ସମୟ।


କର୍କଟ: କର୍ଯ୍ୟ ବ୍ୟସ୍ତତାରେ ଦିନଟି କଟିବ। ପୁରୁଣା ଚୁକ୍ତିରୁ ଲାଭ ମିଳିପାରେ। ଘରୋଇ କାମ ନେଇ ପରିବାର ଲୋକଙ୍କ ସହିତ ଆଲୋଚନା କରିବେ।


ସି˚ହ: ଆର୍ଥିକ ସମସ୍ୟାର ସମାଧାନ ହେବ। କୌଣସି ନୂଆ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଟେଲି କଳାକାରଙ୍କୁ ଫିଲ୍ମରେ ସୁଯୋଗ ମିଳିବ। ଦାମ୍ପତ୍ୟ ଜୀବନ ପ୍ରୀତିମୟ ହେବ।


କନ୍ୟା: ଆପଣଙ୍କର ସବୁ କାମ ସହଜରେ ସ˚ପୂର୍ଣ୍ଣ ହୋଇଯିବ। ବ୍ୟବସାୟରେ ଆଶାଜନକ ଫଳ ପାଇବେ। ଘରକୁ ନୂଆ ବନ୍ଧୁ ଆସିବେ। ଖୁସି ହୋଇ ଅଧିକ ଖର୍ଚ୍ଚ କରିପାରନ୍ତି।


ତୁଳା: ଖୋଦ୍‌କୁ ସୁସ୍ଥ ସବଳ ଅନୁଭବ କରିବେ। ଅନ୍ୟ ଲୋକମାନଙ୍କୁ ସାହାଯ୍ୟ କରିବାର ଅବସର ପାଇବେ। ବ୍ୟବସାୟରେ ଅଧିକ ଲାଭ ହେବ।


ବିଛା: ବିବାଦ ଠାରୁ ଦୂରରେ ରୁହନ୍ତୁ। ବ୍ୟବସାୟରେ ସଉଦା ଲାଗି ଦୂର ସ୍ଥାନକୁ ଯିବେ। ବିଜ୍ଞାନ ଛାତ୍ର କିଛି ନୂଆ ବିଷୟରେ ଶିକ୍ଷା ଲାଭ କରିବେ।


ଧନୁ: ଲାଗିରହିଥିବା ବିବାଦର ସମାଧାନ ହୋଇପାରେ। ସାମାଜିକ କାର୍ଯ୍ୟ ଲାଗି ଆପଣ ସମ୍ମାନିତ ହୋଇପାରନ୍ତି। ସରକାରୀ ଚାକିରିଆଙ୍କୁ ଲାଭ ମିଳିପାରେ।


ମକର: ନୂଆ ଲୋକଙ୍କ ସହିତ ଆଲୋଚନା ଲାଭପ୍ରଦ ହେବ। ବେପାର ଉଦ୍ୟୋଗରେ ଲାଭ ପାଇବେ। ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ପାଇବ।


କୁମ୍ଭ: କୌଣସି ପ୍ରସଙ୍ଗ ନେଇ ମନ ଅସ୍ଥିର ହୋଇପାରେ। ବିରୋଧୀଙ୍କ ପ୍ରତି ସତର୍କ ରୁହନ୍ତୁ। ରାଜନୀତିରେ ନେତୃତ୍ବ ବଜାୟ ରଖିବା ପାଇଁ ଅଧିକ ପରିଶ୍ରମ କରିବେ


ମୀନ: ବନ୍ଧୁ ସାହାଯ୍ୟକାରୀ ସାବ୍ୟସ୍ତ ହେବେ। ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। କର୍ମଜୀବୀ ମହିଳାଙ୍କୁ ଅଫିସରେ ପଦୋନ୍ନତି ମିଳିବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।