ଅପରାଧ ରାଜ୍ୟ

ପୋଲିସକୁ ମାଡ଼ ଘଟଣା, ୨୪ ଗିରଫ

ବାଲିପାଟଣା ୨୨।୦୫: ରାଜସ ଗାଁରେ ପୋଲିସ ସ୍ପେଶାଲ ସ୍କ୍ୱାର୍ଡକୁ ଆକ୍ରମଣ ଘଟଣା । ଏହି ଘଟଣାରେ ଅଟକ ଥିବା ୨୭ ଜଣଙ୍କ ମଧ୍ୟରୁ ୨୪ ଜଣଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ । ଆଗକୁ ଗିରଫଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଅନୁମାନ କରାଯାଉଛି । ଗିରଫ ଭୟରେ ଗାଁ ଏବେ ପୁରୁଷ ଶୁନ୍ୟ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଶୁକ୍ରବାର ଦିନ ରାଜସ ଗାଂରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢାଉ କରିଥିଲା ପୋଲିସ । ଏହି ସମୟରେ ୫୦ରୁ ଅଧିକ ଲୋକେ ପୋଲିସକୁ ଆକ୍ରମଣ କରିଥିଲେ । ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇ ପୋଲିସ କିଛି ଲୋକଙ୍କୁ ଗିରଫ କରାଯାଇଥିଲା । ଶନିବାର ରାତିରେ ବାଲିପାଟଣା ଥାନା ପରିସରରେ ଗିରଫ ବ୍ୟକ୍ତିଙ୍କ ସଂପର୍କୀୟ ୨ ମହିଳା ଆସି ହଙ୍ଗାମା କରିଥିଲେ । ଏପିରିକି ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଯୁକ୍ତ ମଧ୍ୟ କରିଥିଲେ । ପୋଲିସକୁ ଆକ୍ରମଣ ଘଟଣାରେ ତାଙ୍କ ପରିବାରରେ କୌଣସି ସଂପୃକ୍ତି ନାହିଁ ବୋଲି ସଫେଇ ଦେଇଛନ୍ତି ମହିଳା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।