ଅପରାଧ ରାଜ୍ୟ

ମଞ୍ଚେଶ୍ୱରରେ ଖଣ୍ଡା ବୁଲାଇବା ଘଟଣା, ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ବର ୨୩।୦୫ : ମଞ୍ଚେଶ୍ବର ଅଞ୍ଚଳରେ ଖଣ୍ଡା ବୁଲାଇ ଆତଙ୍କ ଖେଳାଇବା ଘଟଣାରେ ଆକ୍ସନ । ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ମଞ୍ଚେଶ୍ବର ଥାନା ପୁଲିସ । ଗିରଫ ଅଭିଯୁକ୍ତ ହେଲେ ରାକେଶ ରଞ୍ଜନ ମହାନ୍ତି ଏବଂ ଅଜିତ ଗିରି ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଭୁବନେଶ୍ୱରର ମଞ୍ଚେଶ୍ୱର ଅଞ୍ଚଳରେ ନିଜର ଭାଇଗିରି ପାଇଁ ଖଣ୍ଡା ବୁଲାଇଥିଲେ ଯୁବକ । ଏନେଇ ଘଟଣାରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେଇଛି ମଞ୍ଚେଶ୍ୱର ଥାନା ପୋଲିସ । ଏହି ଖଣ୍ଡା ବୁଲାଇବା ଘଟଣାରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ । ସେମାନଙ୍କ ନିକଟରୁ ଖଣ୍ଡା, ୨ଟି ମୋବାଇଲ୍‌ ଏବଂ ଗୋଟିଏ କାର୍‌ ଜବତ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।