ଅପରାଧ ରାଜ୍ୟ

ହାସ୍ୟ ଅଭିନେତା ଯୋଗେଶ ଯୋଯୋଙ୍କୁ ଅପହରଣ ଅଭିଯୋଗ, ଭିଡିଓ ଜାରି କରି କହିଲେ ଦୁଃଖ

ସମ୍ବଲପୁର ୨୬।୦୫ : ହାସ୍ୟ ଅଭିନେତା ଯୋଗେଶ ଯୋଯୋଙ୍କୁ ଅପହରଣ ଅଭିଯୋଗ । ବନ୍ଧୁକ ମୁନରେ ଅପହରଣ କରିଥିବା ଅଭିଯୋଗ । ଏନେଇ ଏକ ଭିଡିଓ ଜାରି କରି ନିଜ ଦୁଃଖ ବଖାଣିଛନ୍ତି ସମ୍ବଲପୁରୀ ପ୍ରସିଦ୍ଧ ହାସ୍ୟ ଅଭିନେତା ଯୋଗେଶ ଯୋଯୋ ।

ଖବର ଅନୁଯାୟୀ, ସମ୍ବଲପୁରୀ ପ୍ରସିଦ୍ଧ ହାସ୍ୟ ଅଭିନେତା ଯୋଗେଶ ଯୋଯୋଙ୍କୁ ଆକ୍ରମଣ ଓ ବନ୍ଧୁକ ମୁନରେ ଅପହରଣ ଅଭିଯୋଗ | ୨ଜଣ ବ୍ଯକ୍ତି ପଲସର ମାଧ୍ଯମରେ ଆସି ମୁହଁରେ ଗାମୁଛା ପକାଇଥିଲେ | ପ୍ରଥମେ ମାଡ ମାରିବା ସହ ପରେ ବନ୍ଧୁକ ଦେଖାଇ କୌଣସି ଏକ ଅଜଣା ସ୍ଥାନକୁ ନେଇ ସେଠାରେ ମାଡ ମାରିଥିବା ସେ ଅଭିଯୋଗ କରିଛନ୍ତି | ଏନେଇ ସେ ଏକ ଭିଡିଓ ପୋଷ୍ଟ କରି ଜଣାଇଛନ୍ତି | ଯଦି ବଂଚିବାର ଅଛି ଭିଡିଓ ଲାଇନ ଛାଡିଦେ ବୋଲି ଦୁଇ ଜଣ ଦୁବୃତ୍ତ ଧମକ ଦେଇଥିବା ସେ କହିଛନ୍ତି | ପୂର୍ବରୁ ଘରେ ପତ୍ନୀ ସହିତ ମତାନ୍ତର ହେବାରୁ ଷ୍ଟୁଡିଓରେ ସେ ଶୋଇଥିବାବେଳେ ଏହି ଘଟଣା ଘଟିଥିବା ସେ ଭିଡିଓରେ ଉଲ୍ଲେଖ କରିଛନ୍ତି |

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।