ଅପରାଧ ରାଜ୍ୟ

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ, ବିଲ୍‌ କମାଇବା ପାଇଁ ନେଉଥିଲେ ଲାଞ୍ଚ

କାମାକ୍ଷାନଗର ୨୬।୦୫ : ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ । ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ବିଇଓ ଅଫିସର କନିଷ୍ଠ କିରାଣୀ ଜୀବାନନ୍ଦ ଶତପଥୀ ।

ଖବର ଅନୁଯାୟୀ, ଇନ୍‌କମ୍‌ ଟ୍ୟାକ୍ସ ବିଲ୍‌ କମାଇବା ପାଇଁ କନ୍ତିଓକାଟେଣୀ ସିଦ୍ଧାଶ୍ରମ ସ୍କୁଲର ପ୍ରଧାନ ଶିକ୍ଷକ ଗୋଲକ ଚନ୍ଦ୍ର ନାୟକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଠିକ୍‌ ଏହି ସମୟରେ ବିଇଓ ଅଫସର କନିଷ୍ଠ କିରାଣୀ ଜୀବାନନ୍ଦ ଶତପଥୀଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଛି ଭିଜିଲାନ୍ସ । ତାଙ୍କୁ ଅଟକ ରଖି ପଚରାଉଚରା କରୁଛି ଭିଜିଲାନ୍ସ ଟିମ୍‌ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।