ଦେଶ ବିଦେଶ ରାଜନୀତି ସ୍ୱାସ୍ଥ୍ୟ

ମୁମ୍ବାଇରେ ୩୫୦ ନୂଆ ସଂକ୍ରମଣ ମାମଲା, ମାସ୍କ ପିନ୍ଧିବାକୁ କହିଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ : ମୁମ୍ବାଇରେ ଶୁକ୍ରବାର ଦିନ ୩୫୦ଟି ନୂଆ କୋଭିଡ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ଫେବ୍ରୁଆରି ୧୧ରୁ ପରଠାରୁ ସହରରେ ଏହା ସର୍ବାଧିକ ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସଂକ୍ରମଣ ରୋକିବା ପାଇଁ ରାଜ୍ୟବାସୀଙ୍କୁ ମାସ୍କ ପିନ୍ଧିବାକୁ ଅନୁରୋଧ କରିଛନ୍ତି। ବର୍ତ୍ତମାନ ମୁମ୍ବାଇରେ ସକ୍ରିୟ ମାମଲା ୧୬୫୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ କୋଭିଡ୍‌ରେ କୌଣସି ମୃତ୍ୟୁ ହୋଇନାହିଁ ବୋଲି ମୁମ୍ବାଇ ମ୍ୟୁନିସିପାଲ କର୍ପୋରେସନ ଏକ ବୟାନରେ କହିଛି।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର