ଅପରାଧ ରାଜ୍ୟ

ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଦୁର୍ଘଟଣା, ବେଲ୍‌ଟରେ ଚାପି ହୋଇ ଶ୍ରମିକ ମୃତ

ରାଉରକେଲା ୩୦।୦୫: ରାଉରକେଲା ଷ୍ଟିଲ ପ୍ଲାଣ୍ଡରେ ଦୁର୍ଘଟଣା । ବ୍ଲାକ ଗ୍ରେନେସ୍‌ ଫାଠିଯିବାରୁ ବେଲ୍‌ଟରେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତ ଠିକା ଶ୍ରମିକ ରାଉରକେଲା ଫର୍ଟିଲାଇଜର ଅଞ୍ଚଳର ଘନଶାଳା ମୁଣ୍ଡୁରି ବୋଲି ଜଣାପଡିଛି ।

ପୋଲିସ ଓ କମ୍ପାନୀ କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଛି । ସେପଟେ ମୃତ୍ୟୁ ଖବର ଶୁଣି ଘନଶାନାଙ୍କ ପରିବାରରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।