ଅପରାଧ ରାଜ୍ୟ

ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ବନ୍ଧାହେଲେ ଅବସର ପ୍ରାପ୍ତ ସେନା କର୍ମଚାରୀ

ନୀଳଗିରି ୩୧।୦୫: ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ । ଜଣେ ନାବାଳିକାକୁ ଦୁଷ୍କର୍ମ କରିଥିବାର ଅଭିଯୋଗ ଆସିଛି । ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ବରମପୁର ଥାନା ଅଞ୍ଚଳରେ ଏପରି ଘଟଣା ଘଟିଛି ।

ଖବର ଅନୁଯାୟୀ, ନାବାଳାକିଙ୍କୁ ସେହି ଅଞ୍ଚଳ ଜଣେ ୬୨ ବର୍ଷୀୟ ଅବସରପ୍ରାପ୍ତ ସେନା କର୍ମଚାରୀ ଦୁଷ୍କର୍ମ କରିଥିବାର ଅଭିଯୋଗ ଆସିଛି । ଏନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା । ପରେ ଘଟଣାର ତଦନ୍ତ କରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି । ଡାକ୍ତରୀ ମାଇନା ପରେ କୋର୍ଟ ଚାଲାଣ କରାଯିବ ବୋଲି ଜଣାପଡିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।