ଅପରାଧ ରାଜ୍ୟ

ବନ୍ଦ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?

ଭୁବନେଶ୍ବର ୦୨।୦୬ : ବନ୍ଦ ଘରୁ ଝୁଲନ୍ତା ମୃତଦେହ ଠାବ । ଭୁବନେଅସୱର ଲକ୍ଷ୍ମୀସାଗର ଚିନ୍ତାମଣିଶ୍ୱରୀ ଅଞ୍ଚଳରେ ଥିବା ଏକ ଘରୁ ଠାବ ହୋଇଛି ମୃତଦେହ । ଲକ୍ଷ୍ମୀସାଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ମୃତ ଯୁବକଙ୍କ ଘର କଟକରେ ହୋଇଥିବା ବେଳେ ଭୁବନେଶ୍ୱରରେ ଭଡ଼ାରେ ରହୁଥିଲେ । ଏବେ ଭଡ଼ାରେ ରହୁଥିବା ଲକ୍ଷ୍ମୀସାଗର ଚିନ୍ତାମଣିଶ୍ୱରୀ ଅଞ୍ଚଳରେ ଥିବା ଘର ଭିତରୁ ତାଙ୍କର ମୃତଦେହ ଠାବ ହୋଇଛି । ତେବେ ତାଙ୍କର ମୃତ୍ୟୁ ହୋଇଛି ନା ଆତ୍ମହତ୍ୟା କରିଛନ୍ତି । ସେନେଇ ଖୋଲତାଡ଼ କରୁଛି ପୋଲିସ । ଏପିରିକି ୪ ଦିନ ତଳୁ ଯୁବକଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି ।

ସେପଟେ ଲକ୍ଷ୍ମୀସାଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ସେହିପରି ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ ସହଯୋଗ ନେଇପାରେ ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।