ଅପରାଧ ଦେଶ ବିଦେଶ

ସୁପ୍ରିମକୋର୍ଟରେ ପରିକ୍ରମା ପ୍ରକଳ୍ପ ମାମଲା ରଦ୍ଦ, ଦୁଇ ଆବେଦନକାରୀଙ୍କୁ ୨ ଲକ୍ଷ ଲେଖାଏଁ ଜରିମାନା

ନୂଆଦିଲ୍ଲୀ ୦୩/୦୬: ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ଆସିଲା ରାୟ । ପେନାଲ୍ଟିଂ ସହ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ । ଦୁଇ ଆବେଦନକାରୀଙ୍କୁ ୨ ଲକ୍ଷ ଲେଖାଏଁ ଜରିମାନା ପାଇଁ ନିର୍ଦ୍ଦେଶ ହୋଇଛି । ଏହି କାମ ବିପୁଳ ଜନସ୍ବାର୍ଥ ପାଇଁ କରାଯାଉଛି । ଏଭଳି ଭାବେ ପିଆଇଏଲ୍ ଫାଇଲ୍ କରିବା ଆଇନର ଦୁରୁପଯୋଗ କରୁଛି ବୋଲି କହିଛନ୍ତି ସୁପ୍ରିମକୋର୍ଟ ।

ପରିକ୍ରମା ପ୍ରକଳ୍ପକୁ ବିରୋଧରେ ସୁପ୍ରିମକୋର୍ଟରେ ଦାୟର ହୋଇଥିଲା ମାମଲା । ଗତକାଲି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ ସୁପ୍ରିମ କୋର୍ଟ । ଗତ ମେ` ମାସ ୯ ତାରିଖରେ ମାମଲାର ଶୁଣାଣି କରିଥିଲେ ଓଡ଼ିଶା ହାଇକୋର୍ଟ ।

ତେବେ ଶ୍ରୀମନ୍ଦିର ଚାରି ପାଖରେ ଚାଲିଥିବା ଖନନ ଓ ନିର୍ମାଣ କାର୍ଯ୍ୟକୁ ବନ୍ଦ କରିବା ପାଇଁ ହାଇକୋର୍ଟ କୌଣସି ସ୍ଥଗିତାଦେଶ ଦେଇନଥିବାରୁ ଏହା ବିରୋଧରେ ସୁପ୍ରିମ କୋର୍ଟରେ ସୁମନ୍ତ କୁମାର ଘଡ଼େଇ ସମେତ ପୃଥକ ଭାବେ ୩ଟି ସ୍ବତନ୍ତ୍ର ଲିଭ୍ ପିଟିସନ ଦାଖଲ ହୋଇଥିଲା । ତେବେ ରାଜ୍ୟ ସରକାର ମେ’ ୧୩ ତାରିଖରେ ସୁପ୍ରିମ କୋର୍ଟ ଏହି ମାମଲାରେ କ୍ୟାଭେଟ୍ ଫାଇଲ୍ କରିଥିଲେ

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ