ଅପରାଧ ରାଜ୍ୟ

ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ : ଜଣେ ମୃତ, ଜଣେ ଗୁରୁତର

ପୁରୁଷୋତ୍ତମପୁର ୮।୬: ସରିଯାଇଛି ନିର୍ବାଚନ, ହେଲେ ଥମୁନି ହିଂସା। ଗଂଜାମ ଜିଲ୍ଲା ଜାମୁନି ପଞ୍ଚାୟତରେ ଘଟିଛି ଏଭଳି ହିଂସାକାଣ୍ଡ । ଦୁଇ ଗୋଷ୍ଠୀ ସଂଘର୍ଷରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତ ।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ରାତିରେ ଗଂଜାମ ଜିଲ୍ଲା ଜାମୁନି ପଞ୍ଚାୟତରେ ଯୋଗେଶ ଓ ତାଙ୍କ ସାଙ୍ଗ ନନ୍ଦିକ ଗାଁରୁ ଯାତ୍ରା ଦେଖି ଫେରୁଥିଲେ । ଏହି ସମୟରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଗୋଷ୍ଠୀ ଅତର୍କିତ ଆକ୍ରମଣ କରିଥିଲେ। ସଂଘର୍ଷରେ ଯୋଗେଶ୍ବର ବେହେରାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଗୁରୁତର ଆହତ ଅଜିତ ପ୍ରାଣିଗ୍ରାହୀଙ୍କୁ ପ୍ରଥମେ ବ୍ରହ୍ମପୁର ଓ ସେଠାରୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।