ଅପରାଧ ରାଜ୍ୟ

ପାଣି ପାଇଁ ରାସ୍ତାରେ ଗ୍ରାମବାସୀ, ଯାତାୟତ ବାଧାପ୍ରାପ୍ତ

ନୀଳଗିରି ୦୮।୦୬: ପିଇବା ପାଣି ପାଇଁ ଡହଳ ବିକଳ ଜାମବଣି ଗ୍ରାମବାସୀ। ଗରା ବାଲ୍‌ଟି ଧରି ମିତ୍ରପୁର ଅଯୋଧ୍ୟା ରାସ୍ତାର ଜାମବଣି ଛକରେ ରାସ୍ତାରୋକ କରିଛନ୍ତି ଗ୍ରାମବାସୀ।

ଖବର ଅନୁଯାୟୀ, ଗାଁରେ ଥିବା ପାଣି ଟାଙ୍କି କିଛିଦିନ ହେବ ଅଚଳ ହୋଇଯାଇଛି । ବାରମ୍ବାର ଅଭିଯୋଗ ପରେ ବି କେହି ଶୁଣିନଥିଲେ। ଶେଷରେ କିଛି ଉପାୟ ନପାଇ ଗ୍ରାମବାସୀମାନେ ରାସ୍ତା ଅବରୋଧ କରିଛନ୍ତି । ସକାଳ ଠାରୁ ଏବେ ଯାଏଂ ରାସ୍ତାରେ ବସି ପ୍ରତିବାଦ କରୁଛନ୍ତି ଗ୍ରାମବାସୀ । ଧାରଣାର କିଛି ସମୟ ପରେ ଵିଭାଗୀୟ ଅଧିକାରୀମାନେ ପହଁଚି ସମସ୍ୟାର ସମାଧାନ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକ ହଟିଥିଲା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।