ଅପରାଧ ରାଜ୍ୟ

ATMରୁ ଅଢେଇ ଲକ୍ଷ ଟଙ୍କା ଲୁଟ୍, ଗ୍ୟାସ୍ କଟରରେ ଏଟିଏମ୍ କାଟି ଲୁଟିନେଲେ ଦୁର୍ବୃତ୍ତ

ବାରିପଦା ୮।୬: ଏଟିଏମ୍ ଭାଙ୍ଗି ଅଢେଇ ଲକ୍ଷ ଟଙ୍କା ଲୁଟ୍ । ଗ୍ୟାସ୍ କଟରରେ ଏଟିଏମ୍ କାଟି ଲୁଟିନେଲେ ଦୁର୍ବୃତ୍ତ । ବିଳମ୍ବତି ରାତିରେ ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ସିଣ୍ଡିକେଟ୍ ବ୍ୟାଙ୍କ ଏଟିଏମ୍‌ରୁ ଲୁଟ୍ ହୋଇଛି । ଲୁଟେରାଙ୍କ ଭିଜୁଆଲ ସିସିଟିଭିରେ କଏଦ ହୋଇଛି । ଘଟଣାସ୍ଥଳରେ ବାରିପଦା ଏସଡିପିଓଙ୍କ ସହ ଝାରପୋଖରିଆ ପୋଲିସ, ତଦନ୍ତକାରୀ ଟିମ୍, ସନ୍ଧାନୀ କୁକୁର ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।

୧୮ ନମ୍ବର ଜାତୀୟ ରାଜପଥ କଡ଼ରେ ଏହି ଏଟିଏମ୍ ଥିବାବେଳେ ପୋଲିସକୁ ଚ୍ୟାଲେଞ୍ଜ ଦେଇ ଲୁଟେରାମାନେ ଲୁଟ୍ କରିଛନ୍ତି । ସିସିଟିଭି ଫୁଟେଜ୍ ଆଧାରରେ ଖୁବ୍ ଶୀଘ୍ର ଲୁଟେରାଙ୍କୁ ଧରାଯିବ ବୋଲି ସଦର ଏସଡିପିଓ କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।