ଅପରାଧ ରାଜ୍ୟ

ଡିଲ୍‌ ବେଳେ ମାଡିବସିଲା ଏସ୍‌ଟିଏଫ୍‌ : ଗୋଟିଏ ବଜ୍ରକାପ୍ତା ଉଦ୍ଧାର, ବେପାରି ଗିରଫ

ଭୁବନେଶ୍ୱର ୦୮।୦୬: ଏସ୍‌ଟିଏଫ୍‌ ପଞ୍ଝାରେ ବଜ୍ରକାପ୍ତା ବେପାରୀ । ବଜ୍ରକାପ୍ତା ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ମାଡ଼ିବସିଲା ଏସ୍‌ଟିଏଫ୍‌ ।ବୌଦ୍ଧ ଜିଲ୍ଲା କଣ୍ଟାମାଳ ଅଞ୍ଚଳରୁ ଗୋଟିଏ ଜୀବନ୍ତ ବଜ୍ରକାପ୍ତାକୁ ଜବତ ହୋଇଛି ।

ଖବର ଅନୁଯାୟୀ, ବଜ୍ରକାପ୍ତା ବିକ୍ରି ନେଇ ଡିଲ୍‌ ଚାଲିଥିଲା । ଏହାର ଗୁଇନ୍ଦା ସୂଚନା ପାଇଁ ଚଢାଉ କରିଥିଲେ ଏସ୍‌ଟିଏଫ୍‌ । ଏହି ଚଢାଉରେ ଗୋଟିଏ ଜୀବନ୍ତ ବଜ୍ରାକାପ୍ତା ସହ ଜଣଙ୍କୁ ଗିରଫ କରିଛି ଏସ୍‌ଟିଏଫ୍‌ । ଗିରଫ ହୋଇଥିବା ଅଭିଯୁକ୍ତ ଜଣଙ୍କ ହେଲେ ସୋନପୁର ତରଭା ଅଞ୍ଚଳର ବିଶେଶ୍ଵର ବଗର୍ତ୍ତି। ଜବତ ହୋଇଥିବା ବଜ୍ରକାପ୍ତାର ଓଜନ ୧୨ କେ.ଜି ୪୦୦ ଗ୍ରାମ ହେବ ବୋଲି ସୂଚନା ମିଳିଛି। ୨୦୨୦ରୁ ଏବେ ଯାଏଁ ୧୫ଟି ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି ଏସ୍‌ଟିଏଫ୍‌।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।