ଅପରାଧ ରାଜ୍ୟ

ବରଗଛରେ ଝୁଲୁଛି ଦୁର୍ଯ୍ୟୋଧନଙ୍କ ମୃତଦେହ, ପାରିବାରିକ କଳହ ଲାଗି ଆତ୍ମହତ୍ୟା !

ପାଟଣା ୧୩।୦୬ : ଜଣେ ବ୍ୟକ୍ତିଙ୍କୁ ଝୁଲନ୍ତା ମୃତଦେହ ଠାବ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ବାଉଁଷୁଳି ପଞ୍ଚାୟତ ଭୁଲୁଦା ଗାଁର ଭାଲୁପାହାଡିସାହିରୁ ଠାବ ହୋଇଛି ମୃତଦେହ । ତୁରୁମୁଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

ତେବେ ମୃତକ ଦୁର୍ଯୋଧନ ନାଏକ ନିଜ ବାଡି ପଛ ପଟେ ଥିବା ଏକ ବିରାଟ ବରଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ପାରିବାରିକ କଳହକୁ ନେଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସଂପର୍କରେ ସୂଚନା ପାଇ ତୁରୁମୁଙ୍ଗା ଥାନା ପହଞ୍ଚି ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।